Browsing Category

ଖବର

ଭାରତର ନିର୍ବାଚନ କମିଶନ ଆଜି ବରଗଡ ଜିଲ୍ଲା ପଦ୍ମପୁର
ଉପନିର୍ବାଚନ ପାଇଁ ଭୋଟ୍‍ଗ୍ରହଣର ତାରିଖ ଘୋଷଣା କରିଛନ୍ତି

ଭାରତର ନିର୍ବାଚନ କମିଶନ ବରଗଡ ଜିଲ୍ଲା ପଦ୍ମପୁରଉପନିର୍ବାଚନ ପାଇଁ ଭୋଟ୍‍ଗ୍ରହଣର ତାରିଖ ଘୋଷଣା କରିଛନ୍ତି । ଆସନ୍ତାଡିସେମ୍ବର ୫ ତାରିଖରେ ଭୋଟ୍‍ଗ୍ରହଣ କରାଯିବ ଏବଂ ୮ ତାରିଖରେଭୋଟ୍‍ଗଣତି ହେବ । ଏଥିପାଇଁ ଚଳିତମାସ ୧୦ ତାରିଖରେ ବିଜ୍ଞପ୍ତି ପ୍ରକାଶପାଇବ । ଆସନ୍ତା ୧୭ ତାରିଖ ସୁଦ୍ଧା

ଭଦ୍ରକ ଜିଲ୍ଲା ଧାମନଗର ବିଧାନସଭା ଉପନିର୍ବାଚନର ଭୋଟ୍‍ଗଣତି ଆଜି ହେବ

ଭଦ୍ରକ ଜିଲ୍ଲା ଧାମନଗର ବିଧାନସଭା ଉପନିର୍ବାଚନର ଭୋଟ୍‍ଗଣତି ରବିବାରରେ ହେବ । ଭଦ୍ରକ ସଂସ୍କୃତି ଭବନଠାରେ ସକାଳ ୮ଟାରୁ ଗଣତି କାର୍ଯ୍ୟ ଆରମ୍ଭ ହେବ । ୨୫୨ଟି ବୁଥ୍‍ ପାଇଁ ୧୪ଟି ଟେବୁଲ୍‍ରେ ୧୮ ରାଉଣ୍ଡରେ ଗଣତି ହେବ । ପ୍ରଥମେ ପୋଷ୍ଟାଲ୍‍ ଭୋଟ୍‍ ଗଣତି ପରେ ଇ.ଭି.ଏମ୍‍. ଗଣତି ଆରମ୍ଭ ହେବ ।

ଢ଼େଙ୍କାନାଳ ଜିଲ୍ଲା କାମାକ୍ଷାନଗରର ବାପପୁଅ ବାଣ କିଣିବା ସମୟରେ ବିସ୍ଫୋରଣ ବାପାଙ୍କର ମୃତ୍ୟୁ

ଦୀପାବଳି ଅବସରରେ ଗତକାଲି ରାଜ୍ୟର କେତେକ ସ୍ଥାନରେଅଗ୍ନିକାଣ୍ଡ ଘଟିଥିବା ଖବରମାନ ଆମର ହସ୍ତଗତ ହୋଇଛି । ମିଳିଥିବାସୂଚନା ଅନୁଯାୟୀ ପୁରୀ ଜିଲ୍ଲାର ସୁଆଣ୍ଡୋସ୍ଥିତ ଉକ୍ରଳମଣି ପଣ୍ଡିତଗୋପବନ୍ଧୁ ଦାସଙ୍କର ଷଠିଘରେ ଅଗ୍ନିକାଣ୍ଡ ଘଟିଛି । ଘରର ଗୋଟିଏବଖରା ସମ୍ପୂର୍ଣ୍ଣ ଜଳିଯାଇଥିବାବେଳେ ଅନ୍ୟ

ପ୍ରଥମ ବ୍ରିଟିଶ ଭାରତୀୟ ବଂଶୋଦ୍ଭବ ରୁଷି ସୁନାକ ବ୍ରିଟେନର
ପରବର୍ତ୍ତୀ ପ୍ରଧାନମନ୍ତ୍ରୀ

ପ୍ରଥମ ବ୍ରିଟିଶ ଭାରତୀୟ ବଂଶୋଦ୍ଭବ ରୁଷି ସୁନାକ ବ୍ରିଟେନରପରବର୍ତ୍ତୀ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିବେ । ଆଜି ସକାଳେ ସେବଙ୍କିଙ୍ଗ୍‍ହାମ୍‍ ପ୍ୟାଲେସ୍‍ରେ କିଙ୍ଗ ଚାର୍ଲସ୍‍ଙ୍କୁ ସାକ୍ଷାତ କରିବା ପରେ ଏହିପଦରେ ଅଭିଷିକ୍ତ ହେବେ । ସେଠାକାର ବିଦାୟୀ ପ୍ରଧାନମନ୍ତ୍ରୀ ଲିଜ୍‍ ଟ୍ରସ୍‍ଆଜି

ବେଆଇନ ହୁକ ପକାଇବାରେ ଭୟଙ୍କର ବିପଦ

ଭୁବନେଶ୍ୱର: ବେଆଇନ ଭାବେ ହୁକ ଜରିଆରେ ବିଦ୍ୟୁତ୍ ସଂଯୋଗ ଯୋଗୁଁ ମହାକାଳପଡ଼ାର ବିଜୟନଗର ଗ୍ରାମରେ ତିନି ମଇଁଷିର ମୃତ୍ୟୁ ଘଟିଛି । ସେହି ଗ୍ରାମର ବାସିନ୍ଦା ସଞ୍ଜୟ ଦାଶ ବାଉଁଶରେ ତିଆରି ଅସ୍ଥାୟୀ ଖୁଂଟ ଏବଂ ବେଆଇନ ହୁକ ଜରିଆରେ ବିଦ୍ୟୁତ୍ ସଂଯୋଗ ନେଇଥିଲେ । ଗତକାଲି ଯେତେବେଳେ ଗ୍ରାମର

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଦୁର୍ବଳ -ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ,…

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଦୁର୍ବଳ ହୋଇଛି । ଏହା ଆନ୍ଧ୍ର ଉପକୂଳକୁ ଗତିକରିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‍ସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଜପତି, ଗଞ୍ଜାମ, ଢେଙ୍କାନାଳ, ରାୟଗଡ଼ା, ନବରଙ୍ଗପୁର,ମାଲକାନଗିରି ଏବଂ

ଭସାଣି ଶୋଭାଯାତ୍ରାରେ ଆସୁଥିବା ମେଢ଼ଗୁଡ଼ିକ ପାଇଁ ସ୍ୱତନ୍ତ୍ର ରୁଟ୍‍ ଚାର୍ଟ ଜାରି

ସାରା ରାଜ୍ୟରେ ଶାନ୍ତିଶୃଙ୍ଖଳାର ସହ ଦଶହରା ପର୍ବ ଶେଷ ହୋଇଥିବା ବେଳେ ଆଜି ବିଭିନ୍ନ ସ୍ଥାନରେ ଭସାଣ ଉତ୍ସବ ଅନୁଷ୍ଠିତ ହେଉଛି । ଏଥିପାଇଁ ପୁଲିସ୍‍ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । କଟକରେ ପ୍ରସିଦ୍ଧ ଭସାଣି ଯାତ୍ରା ପାଇଁ କମିଶନରେଟ୍‍ ପୋଲିସ୍‍ପକ୍ଷରୁ

ଜେକେ ଟାୟାର ପକ୍ଷରୁ ନୂଆ “ଜେଡ୍‌ଷ୍ଟିଲ୍‌ ଜେଡ୍‌ଡିଏଚ୍‌ ଏକ୍ସଏମ୍‌’ ଓ “ଜେଟ୍‌ୱେ ଜେୟୁସି ଏକ୍ସଏମ୍‌’ର ଉନ୍ମୋଚନ ସହ…

ଏହି ନୂଆ ଟାୟାରରେ ରହିଛି ଉନ୍ନତ ପ୍ରଯୁକ୍ତି, ଅଧିକ ଦୀର୍ଘସ୍ଥାୟୀ ଓ ଉତମ ଇନ୍ଧନ ମିତବ୍ୟୟିତା ପ୍ରଦାନ କରୁଛିଭୁବନେଶ୍ୱର: ଭାରତର ପ୍ରମୁଖ ଟାୟାର କଂପାନି ତଥା ଟ୍ରକ୍‌ ଓ ବସ୍‌ ରାଡିଆଲ୍‌ ଟାୟାର କ୍ଷେତ୍ରର ଅଗ୍ରଣୀ ସଂସ୍ଥା ଜେକେ ଟାୟାର ଆଣ୍ଡ୍‌ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ ପକ୍ଷରୁ

ପାରମ୍ପରିକ ସାରରେ ୬ ଗୁଣ ଅଧିକ ଲାଭ କଲେ କାରଗିଲ୍‌ର ଚାଷୀ

ଲଦାଖରେ କାଗ୍ରିଲ୍‍ର କୃଷକମାନେ ପାରମ୍ପରିକ ଚାଷ ପରିବର୍ତ୍ତେ ଅର୍ଥକରି ଫସଲର ଚାଷ ଆଡ଼କୁ ଅଗ୍ରସର ହେଉଛନ୍ତି । ଏହା ସେମାନଙ୍କର ସ୍ଥାୟୀ ବିକାଶ ଓ ଅର୍ଥନୈତିକ ଉନ୍ନତି ଦିଗରେ ସହାୟକ ହେଉଛି । ସାମାର୍‍ ପାସ୍କୁମ୍‍ର ସବିର୍‍ ହୁସେନ୍‍ ଫୟାଜ୍‍ ୧୨୦୦ ବର୍ଗ ଫୁଟ ଜମିରୁ ୩୦ହଜାରରୁ ଅଧିକ ଅର୍ଥ

ମୋବାଇଲ୍‌ ଗେମ୍‌ ଜରିଆରେ କୋଲକତାର ଅମିର ଖାଁ ନାମକ ଜଣେ ବ୍ୟକ୍ତି କୋଟି କୋଟି ଟଙ୍କା ଠକେଇ କରିଛନ୍ତି – ଇଡି…

ଏନ୍‍ଫୋର୍ସମେଣ୍ଟ ଡାଇରେକ୍ଟୋରେଟ୍‍ ମୋବାଇଲ୍‍ ଗେମିଂ ଆପ୍ଲିକେସନ୍‍ ସମ୍ବନ୍ଧୀୟ ଏକ ତଦନ୍ତରେ ଆଜି କୋଲକାତାର ୬ଟି ସ୍ଥାନରେ ଖାନ୍‍ତଲାସି କରିଛି । ଖାନ୍‍ତଲାସି ସମୟରେ ୭ କୋଟିରୁ ଅଧିକ ଟଙ୍କାର ନଗଦ ଅର୍ଥ ଜବତ କରାଯାଇଛି । ଅମିର ଖାଁ ନାମକ ଜଣେ ବ୍ୟକ୍ତି ସେହି ମୋବାଇଲ୍‍ ଗେମିଂ