Browsing Category

ସତ-ମିଛ

ଦେଶଭକ୍ତି ହେଉଛି ଦେବଭକ୍ତି-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାର୍‍ଗିଲରେ ସେନାବାହିନୀରସଦସ୍ୟଙ୍କ ସହ କଥାବାର୍ତ୍ତା ବେଳେ କହିଛନ୍ତି ପୃଥିବୀରେ ଅନେକ ଗୁଡ଼ିଏସଭ୍ୟତା ସୃଷ୍ଟି ହୋଇଛି ଏବଂ ସମୟକ୍ରମେ ଲୋପ ପାଇଯାଇଛିଟ୍ଟ କିନ୍ତୁଭାରତର ସଭ୍ୟତା ସବୁ ସମୟରେ ସମ୍ଭାବିତ ଆହ୍ୱାନ ଗୁଡ଼ିକର ସାମ୍ନାକରିବା ସହ ନିଜର

ଅଯୋଧ୍ୟାଠାରେ କ୍ରମାନ୍ୱୟରେ ଷଷ୍ଠ ଥରଲାଗି ଏହି ଦୀପୋତ୍ସବ ପାଳନ କରାଯାଉଛି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୀପାବଳିର ଅବ୍ୟବହିତ ପୂର୍ବରୁ ସନ୍ଧ୍ୟାରେ ଉତ୍ତରପ୍ରଦେଶର ଅଯୋଧ୍ୟାରେ ଆୟୋଜିତ ହେବାକୁ ଥିବା ପ୍ରସିଦ୍ଧଦୀପୋତ୍ସବରେ ଅଂଶଗ୍ରହଣ କରିବେ । ଅଯୋଧ୍ୟାଠାରେ କ୍ରମାନ୍ୱୟରେ ଷଷ୍ଠ ଥରଲାଗି ଏହି ଦୀପୋତ୍ସବ ପାଳନ କରାଯାଉଛି । ତେବେ ପ୍ରଧାନମନ୍ତ୍ରୀ ପ୍ରଥମଥରଲାଗି

ବେଆଇନ ହୁକ ପକାଇବାରେ ଭୟଙ୍କର ବିପଦ

ଭୁବନେଶ୍ୱର: ବେଆଇନ ଭାବେ ହୁକ ଜରିଆରେ ବିଦ୍ୟୁତ୍ ସଂଯୋଗ ଯୋଗୁଁ ମହାକାଳପଡ଼ାର ବିଜୟନଗର ଗ୍ରାମରେ ତିନି ମଇଁଷିର ମୃତ୍ୟୁ ଘଟିଛି । ସେହି ଗ୍ରାମର ବାସିନ୍ଦା ସଞ୍ଜୟ ଦାଶ ବାଉଁଶରେ ତିଆରି ଅସ୍ଥାୟୀ ଖୁଂଟ ଏବଂ ବେଆଇନ ହୁକ ଜରିଆରେ ବିଦ୍ୟୁତ୍ ସଂଯୋଗ ନେଇଥିଲେ । ଗତକାଲି ଯେତେବେଳେ ଗ୍ରାମର

ଖାଇବା ତେଲ ଦର ଗତବର୍ଷ ଅପେକ୍ଷା ସେପ୍ଟେମ୍ବର ମାସରେ ହ୍ରାସ ପାଇଛି

ଦେଶରେ ବିଭିନ୍ନ ଅତ୍ୟାବଶ୍ୟକୀୟ ସାମଗ୍ରୀ ବିଶେଷ କରି ଖାଇବା ତେଲ ଦର ଗତବର୍ଷ ଅପେକ୍ଷା ସେପ୍ଟେମ୍ବର ମାସରେ ହ୍ରାସ ପାଇଛି ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି । ଅନ୍ତଃରାଷ୍ଟ୍ରୀୟ ବଜାରରେ ଖାଇବା ତେଲ ଦର ମଧ୍ୟ ହ୍ରାସ ପାଇଛି । କେନ୍ଦ୍ର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରଣାଳୟ

ଭାରତରେ ହୋଣ୍ଡା ଆଣିବ ନୂଆ ଇଲେକ୍ଟ୍ରିକ୍‌ ମୋଟରସାଇକଲ୍‌ ମଡେଲ୍‌

୨୦୨୩ ସୁଦ୍ଧା ଫ୍ଲେକ୍ସ ଫୁଏଲ୍‌ ମୋଟରସାଇକଲ୍‌ ଉପସ୍ଥାପନ କରିବ ୨୦୨୫ ସୁଦ୍ଧା ୧୦ ଇଲେକ୍ଟ୍ରିକ୍‌ ମୋଟରସାଇକଲ୍‌ ମଡେଲ୍‌ ଆଣିବ ଭୁବନେଶ୍ୱର: ଅଙ୍ଗାରକାମ୍ଳ ନିର୍ଗମନକୁ ହ୍ରାସ କରିବା ଏବଂ ପରିବେଶ ପ୍ରତିରହିଥିବା ପ୍ରତିବଦ୍ଧତାକୁ ପାଳନ କରିବା ଲାଗି ହୋଣ୍ଡା ମୋଟରସାଇକଲ୍‌ ପକ୍ଷରୁ ବଡ଼

ପାରମ୍ପରିକ ସାରରେ ୬ ଗୁଣ ଅଧିକ ଲାଭ କଲେ କାରଗିଲ୍‌ର ଚାଷୀ

ଲଦାଖରେ କାଗ୍ରିଲ୍‍ର କୃଷକମାନେ ପାରମ୍ପରିକ ଚାଷ ପରିବର୍ତ୍ତେ ଅର୍ଥକରି ଫସଲର ଚାଷ ଆଡ଼କୁ ଅଗ୍ରସର ହେଉଛନ୍ତି । ଏହା ସେମାନଙ୍କର ସ୍ଥାୟୀ ବିକାଶ ଓ ଅର୍ଥନୈତିକ ଉନ୍ନତି ଦିଗରେ ସହାୟକ ହେଉଛି । ସାମାର୍‍ ପାସ୍କୁମ୍‍ର ସବିର୍‍ ହୁସେନ୍‍ ଫୟାଜ୍‍ ୧୨୦୦ ବର୍ଗ ଫୁଟ ଜମିରୁ ୩୦ହଜାରରୁ ଅଧିକ ଅର୍ଥ

ପ୍ରବଳ ଆନନ୍ଦ ଉଲ୍ଲାସ ମଧ୍ୟରେ ଭାଦ୍ରବ କୃଷ୍ଣ ଅଷ୍ଟମୀ ତିଥିରେ ଆଜି
ଶ୍ରୀକ୍ଷେତ୍ରରେ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ

ପ୍ରବଳ ଆନନ୍ଦ ଉଲ୍ଲାସ ମଧ୍ୟରେ ଭାଦ୍ରବ କୃଷ୍ଣ ଅଷ୍ଟମୀ ତିଥିରେ ଆଜି ଶ୍ରୀକ୍ଷେତ୍ରରେ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ପାଳିତ ହେଉଛି । ଏହି ଅବସରରେ ପୁରୀ ସହରରେ ଥିବା ବିଭିନ୍ନ ମଠବାଡି ସମେତ ଶ୍ରୀମନ୍ଦିରରେ ହଜାର ହଜାର ସଂଖ୍ୟକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି । ପ୍ରତ୍ୟୁଷରୁ ବହୁ ସଂଖ୍ୟକ

ଚୀନ୍‌ର ସମରାଭ୍ୟାସ ତାଇଓ୍ୱେନକୁ ଡରାଇବା ପାଇଁ କରୁଛି ଯୁଦ୍ଧାଭ୍ୟାସ

ଚୀନ୍‍ ପୀତ୍ତ ସାଗରର ଦକ୍ଷିଣାଞ୍ଚଳରେ ଗତ ୬ତାରିଖରୁ ବନ୍ଧୁକ ଚାଳନା ସମରାଭ୍ୟାସ କରୁଛି । ଏହି ସମରାଭ୍ୟାସ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ ।ଚୀନ୍‍ର ସାମୁଦ୍ରିକ ନିରାପତ୍ତା ପ୍ରଶାସନ ପକ୍ଷରୁ ଏକ ବିବୃତିରେ ଏହା କୁହାଯାଇଛି । ଏଥିସହିତ ଗତକାଲିଠାରୁ ବୋହାଇ ସାଗରର ଉତ୍ତରାଞ୍ଚଳରେ ମଧ୍ୟ ଚୀନ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ଗଞ୍ଜାମ, ଖୋର୍ଦ୍ଧା,
ପୁରୀ, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର,


ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର,