Browsing Tag

INDIA NEWS

ଭାରତରେ ସମୁଦ୍ର ନାବିକଙ୍କ ସଂଖ୍ୟା ଦେଢ଼ ଗୁଣା ବୃଦ୍ଧି

ନୂଆଦିଲ୍ଲୀ . – ଦେଶରେ ନାବିକଙ୍କ ସଂଖ୍ୟା ବୃଦ୍ଧି ପାଇଛି । କେନ୍ଦ୍ର ସଡ଼କ ପରିବହନ, ରାଜମାର୍ଗ, ଜାହାଜ ଚଳାଚଳ, ରସାୟନ ଓ ସାର ରାଷ୍ଟ୍ରମନ୍ତ୍ରୀ ମନସୁଖ୍ ଏଲ୍ ମାଣ୍ଡଭୀୟ କହିଛନ୍ତି ଯେ, ସମୁଦ୍ର ନାବିକଙ୍କ ସଂଖ୍ୟା ଭାରତରେ ପ୍ରାୟ ୬୦,୦୦୦ ବୃଦ୍ଧି ଘଟିଛି । ପୂର୍ବରୁ ଜାହାଜ ସମ୍ପର୍କିତ…

ଦେଶର ପ୍ରଥମ ‘ନ୍ୟାସନାଲ ସ୍କଲାରସିପ୍ ପୋର୍ଟାଲ ମୋବାଇଲ ଆପ୍’ର ଆରମ୍ଭ।

ନୂଆଦିଲ୍ଲା  --  ଦେଶର ପ୍ରଥମ ‘ନ୍ୟାସନାଲ ସ୍କଲାରସିପ୍ ପୋର୍ଟାଲ ମୋବାଇଲ ଆପ୍’ର ଆରମ୍ଭ ହୋଇଛି ।କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ ମୁକ୍ତରା ଆବାସ ନକଭୀ ଏହାର ଉଦ୍‌ଘାଟନ କରିଛନ୍ତି  । ଏହି ଅବସରରେ ନକଭୀ କହିଲେ ଯେ, ଏହି ଆପ୍ ଗରିବ ଓ ଦୁର୍ବଳ ବର୍ଗର ଛାତ୍ରଛାତ୍ରୀମାନେ ଯେପରି ସହଜରେ…

ଏମ୍ସରେ ବ୍ୟାଟେରୀ ଚାଳିତ ବସ ସେବାର ଆରମ୍ଭ

ନୂଆଦିଲ୍ଲୀ . -କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେ.ପି.ନଡ୍ଡା ଆଜି ନୂଆଦିଲ୍ଲୀସ୍ଥିତ ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥାନ ଠାରେ ବ୍ୟାଟେରୀ ଚାଳିତ ବସ ସେବାକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହା ଇଣ୍ଡିଆ ଟିଭିର କଂପାନୀ ସାମାଜିକ ଦାୟିତ୍ୱ (ଉଝଜ) ଅନ୍ତର୍ଗତ ଏକ…

ଭାରତର ପରବର୍ତ୍ତୀ ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇ

ନୂଆଦିଲ୍ଲୀ. - ଜଷ୍ଟିସ ରଞ୍ଜନ ଗୋଗୋଇ ଭାରତର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ । ରାଷ୍ଟ୍ରପତି ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି । ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ଦୀପକ ମିଶ୍ରଙ୍କ ଅବସର ଗ୍ରହଣ ପରେ ଆସନ୍ତା ଅକ୍ଟୋବର ୩, ୨୦୧୮ରେ ଜଷ୍ଟିସ ଗୋଗୋଇ ନୂତନ କାର୍ୟ୍ୟଭାର…

ସାରିଡନ୍‌ ସହ ୩୨୮ଟି ଔଷଧ  ଭାରତରେ  ବିକ୍ରି ବନ୍ଦ କଲେ ସରକାର, ପାନ୍‌ଡ୍ରେମ୍‌ ବି ନିଷିଦ୍ଧ

ନୂଆଦିଲ୍ଲୀ . – ପ୍ରସିଦ୍ଧ ପେନ୍‌କିଲର ସାରିଡନ୍‌ ସହ ୩୨୮ଟି ଔଷଧକୁ  ବାରତ ସରକାର ନିଷିଦ୍ଧ ଘୋଷଣା କରିଛନ୍ତି । କେତକ ଔଷଧର ମିଶ୍ର ବା କମ୍ବିନେସନ୍‌ ଓ ଏପ୍‌ଡିସିକୁ ବି ନିଷେଧ କରାଯାଇଛି । କେତକ ଔଷଧକୁ ଅଲଗା କାମରେ ବ୍ୟବହରା କରାଯାଉଥିବାରୁ ତାହାକୁ ନିଷେଧ କରାଯାଇଛି । ମାତ୍ର ଭିକ୍ସ…

ଆଶା ଓ ଅଙ୍ଗନବାଡି କର୍ମୀଙ୍କ ପାରିଶ୍ରମିକ ବୃଦ୍ଧି

ନୂଆଦିଲ୍ଲୀ--  ଆଶା ଓ ଅଙ୍ଗନବାଡି କର୍ମୀଙ୍କ ପାରିଶ୍ରମିକ ବୃଦ୍ଧି ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଘୋଷଣା କରିଛନ୍ତି । ଏହା ଆଗାମୀ ମାସରୁ ଲାଗୁ ହେବ । ଆଜି ଦେଶର ବିଭିନ୍ନ ସ୍ଥାନରେ ଲକ୍ଷ ଲକ୍ଷ ଆଶା, ଅଙ୍ଗନବାଡି ଏବଂ ଏଏନଏମ କର୍ମଚାରୀଙ୍କ ସହିତ ଏକ ଭିଡିଓ ବ୍ରିଜ…

ଆମେରିକାରେ ଥିବା ଭାରତୀୟମାନେ ସେମାନଙ୍କ ଆଧ୍ୟାତ୍ମିକ ଓ ସାଂସ୍କୃତିକ ଭିତ୍ତିଭୂମିକୁ ଭୂଲିବା ଉଚିତ ନୁହେଁ :…

ନ୍ୟୁୟର୍କ .- ଆଧ୍ୟାତ୍ମିକ ଓ ସାଂସ୍କୃତିକ ଭିତ୍ତିଭୂମିକୁ ସେମାନେ ଭୁଲିଯିବା ଉଚିତ ନୁହେଁ ବୋଲି ଭାରତର ଉପରାଷ୍ଟ୍ରପତି ଶ୍ରୀ ଏମ ଭେଙ୍କେୟା ନାଇଡୁ ଆମେରିକାରେ ଥିବା ଭାରତୀୟ ସମ୍ପ୍ରଦାୟଙ୍କୁ କହିଛନ୍ତି ଏବଂ ଏକ ନୂତନ ଭାରତ ନିର୍ମାଣ କରିବାରେ ସେମାନଙ୍କ ଯୋଗଦାନ ପାଇଁ ଆହ୍ୱାନ କରିଛନ୍ତି ।…